![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର– ଉତ୍ତମ ମହାନ୍ତିଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକ୍ସ ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ସିନେମା ଜଗତର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ଅସୁସ୍ଥତା ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛି।