![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର– ବଳଭଦ୍ର ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକ୍ସ ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦକ୍ଷିଣ ଓଡ଼ିଶାର ଟାଣୁଆ ଆଦିବାସୀ ନେତା ତଥା ନବରଙ୍ଗପୁରର ସାଂସଦ ଶ୍ରୀ ବଳଭଦ୍ର ମାଝୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା I ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କ ଚଲାପଥ କୁସୁମିତ କରିବା ସହ ଦୀର୍ଘାୟୁ କରନ୍ତୁ ।