ଭୁବନେଶ୍ୱର ,ଆଗାମୀ ଫେବୃଆରୀ ୧୦ ତାରିଖ ( ସୋମବାର ) ରେ ଭୁବନେଶ୍ୱର, ୟୁନିଟ -୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ l ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି l ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ପ୍ରକାଶ ପାଇଛି l
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO