![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର– ଆଜି ଭାରତର ପ୍ରଧାନମନ୍ତ୍ରୀଙ୍କ ବହୁ ପ୍ରତିକ୍ଷିତ “ପରୀକ୍ଷା ପେ ଚର୍ଚ୍ଚା” କାର୍ଯ୍ୟକ୍ରମ ଆୟୋଜିତ ହେବାକୁ ଯାଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛାତ୍ରଛାତ୍ରୀମାନଙ୍କ ଗହଣରେ ଉପସ୍ଥିତ ରହି କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିବେ ।