![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର– ଆସନ୍ତା ୧୬ରେ କଟକ ବାରବାଟି ଷ୍ଟାଡିୟମରେ ହେବ ସେଲିବ୍ରେଟି କ୍ରିକେଟ ଲିଗ୍ । ଆଜି ଏ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ବଲିଉଡ ଅଭିନେତା ଅର୍ଜୁନ କପୁର ଓ ପ୍ରଯୋଜକ ବୋନି କପୁର । ସୌଜନ୍ୟମୂଳକ ସାକ୍ଷାତ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିବା କହିଛନ୍ତି । ୧୬ରେ ପଞ୍ଜାବ ଦେଶର ଓ ଭୋଜପୁରୀ ଦବଙ୍ଗ ଟିମ୍ ମଧ୍ୟରେ ଗୋଟିଏ ମ୍ୟାଚ ଓ ମୁମ୍ବାଇ ହିରୋ ଏବଂ ବେଙ୍ଗଲ ଟାଇଗର୍ସଙ୍କ ମଧ୍ୟରେ ଗୋଟିଏ ମ୍ୟାଚ ହେବ ।