![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର– କାଲି ପୂର୍ବାହ୍ନ ସାଢେ 10ଟା ଯାଏ ବିଧାନସଭା ମୁଲତବୀ । ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ମନମୋହନ ସିଂହ ଏବଂ ପୂର୍ବତନ ବିଧାୟକ ସ୍ବର୍ଗତ ବିଜୟ ମହାନ୍ତି, ପୂର୍ବତନ ବିଧାୟକ ସ୍ବର୍ଗତ ସଦନ ନାଏକଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଆଗତ କରିଥିବା ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ କଂଗ୍ରେସ ବିଧାୟକ ଦଳ ନେତା ରାମ ଚନ୍ଦ୍ର କଡ଼ାମ ଏବଂ ସିପିଆଇଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡା । ଶୋକ ପ୍ରସ୍ତାବ ଆଗତ ପରେ ଆସନ୍ତାକାଲି 10ଟା 30 ଯାଏଁ ଗୃହ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ।