
ଭୁବନେଶ୍ୱର– ଆଗାମୀ ୨ ଦିନ ସକାଳ ସମୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଉତର ଉପକୂଳ ଓଡ଼ିଶାର ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଆଗାମୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।