ଭୁବନେଶ୍ୱର– ସ୍ବର୍ଗତ ଲଲାଟେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ହ୍ୟାଣ୍ଡେଲ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପୂର୍ବତନ ବିଧାୟକ ସ୍ବର୍ଗତ ଲଲାଟେନ୍ଦୁ ବିଦ୍ୟାଧର ମହାପାତ୍ର (ଲୁଲୁ ଭାଇ) ଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି।