ଭୁବନେଶ୍ୱର,ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିଅନସିପ୍-୨୦୨୫ ରେ ମହିଳା ଟି-୪୭ ବର୍ଗରେ ୧୦୦ ମିଟରରେ ପାରା ଆଥଲିଟ୍ ଜୟନ୍ତୀ ବେହେରାଙ୍କୁ ସ୍ବର୍ଣ୍ଣ ପଦକ ମିଳିଛି।
ପ୍ରକାଶଯୋଗ୍ୟ ଯେ, ଚେନ୍ନାଇର ଜବାହାରଲାଲ ନେହେରୁ ଷ୍ଟାଡିୟମ୍ ଠାରେ ୧୭ ଫେବୃଆରୀ ରୁ ୨୦ ଫେବୃଆରୀ ପର୍ଯ୍ୟନ୍ତ ୨୩ତମ ଜାତୀୟ ପାରାଆଥଲେଟିକ୍ସ ଚାମ୍ପିଅନସିପ ଆୟୋଜିତ ହେଉଛି। ଏହି ପ୍ରତିଯୋଗିତାରେ ଓଡ଼ିଶାର ୩୨ଜଣ ପାରାଆଥଲିଟ୍ ଅଂଶ ଗ୍ରହଣ କରିଛନ୍ତି।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO