
ଭୁବନେଶ୍ୱର– ଆଜି ଦିଲ୍ଲୀର ରାମଲୀଲା ମୈଦାନରେ ଏକ ବିଶେଷ କାର୍ଯ୍ୟକ୍ରମରେ ରେଖା ଗୁପ୍ତା ମୁଖ୍ୟମନ୍ତ୍ରୀ ଭାବେ ଓ ତାଙ୍କ ନେତୃତ୍ୱରେ ଦିଲ୍ଲୀ କେନ୍ଦ୍ର ଶାସିତ ଅଞ୍ଚଳର ନୂତନ ମନ୍ତ୍ରୀମଣ୍ଡଳ ଶପଥ ଗ୍ରହଣ କରିବେ।ଏହି କାର୍ଯ୍ୟକ୍ରମରେ ଉପ- ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେଇ ନୂତନ ସରକାରଙ୍କୁ ଶୁଭେଚ୍ଛା ପ୍ରଦାନ କରିବା ସହ ଆଗାମୀ ଭବିଷ୍ୟତ ପାଇଁ ସେମାନଙ୍କୁ ଶୁଭାବିଳାଶ ପ୍ରଦାନ କରିବେ।