ନୂଆଦିଲ୍ଲୀ– ମିଜୋରାମ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୋସିଆଲ ହ୍ୟାଣ୍ଡେଲ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ମିଜୋରାମ ମୁଖ୍ୟମନ୍ତ୍ରୀ ପୁ ଲାଲଦୁହୋମାଙ୍କୁ ଜନ୍ମଦିନର ଶୁଭେଚ୍ଛା । ତାଙ୍କ ସୁଦୀର୍ଘ ଓ ସୁସ୍ଥ ଜୀବନ କାମନା କରୁଛି ।