
ଭୁବନେଶ୍ୱର-ଅନାଥ ପିଲାଙ୍କୁ ଆର୍ଥିକ ସହାୟତା ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମିଶନ ବାତ୍ସଲ୍ୟ ଯୋଜନା ଅନ୍ତର୍ଗତ ଅନାଥ ପିଲାଙ୍କୁ ସହାୟତା ପ୍ରଦାନ କାର୍ଯ୍ୟକ୍ରମରେ ଯୋଗ କରିଛନ୍ତି ଧର୍ମେନ୍ଦ୍ର । ସମ୍ବଲପୁର ତପସ୍ଵିନୀ ହଲ ଠାରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ପିଲା ମାନଙ୍କୁ ଦିଆଗଲା ଆର୍ଥିକ ସହାୟତା ।