ଭୁବନେଶ୍ୱର– ଆଗାମୀ ୩ ଦିନ ପର୍ଯ୍ୟନ୍ତ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।