ଭୁବନେଶ୍ୱର– ଆଜି ଅଭିଲେଖ ସପ୍ତାହ ପାଳନ ଉତ୍ସବରେ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଓଡ଼ିଶା ରାଜ୍ୟ ଅଭିଲେଖାଗାର, ଭୁବନେଶ୍ୱରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ ।