ଭୁବନେଶ୍ୱର– ପଦ୍ମଶ୍ରୀ କୃଷ୍ଣଚନ୍ଦ୍ର ପାଣିଗ୍ରାହୀଙ୍କ ସ୍ମରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ଐତିହାସିକ ଓ ଗବେଷକ ପଦ୍ମଶ୍ରୀ କୃଷ୍ଣଚନ୍ଦ୍ର ପାଣିଗ୍ରାହୀଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ।