
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ମହାଶିବରାତ୍ରୀରେ ଶୁଭେଚ୍ଛା ଜଣାଇଛନ୍ତି ।
ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ପବିତ୍ର ମହାଶିବରାତ୍ରୀତଥା ଜାଗର ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ମହାଦେବଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତିରେ ଭରିଯାଉ।