
ଭୁବନେଶ୍ୱର- କିଟ୍ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା । ସରକାରଙ୍କ ଉଚ୍ଚସ୍ତରୀୟ କମିଟି ଆଗରେ ହାଜର ହେଲେ କିଟ୍ର 6ଜଣ ଅଧିକାରୀ । ସିନିୟର ହଷ୍ଟେଲ ଅଧିକ୍ଷକ ସଂହିତା ମିଶ୍ର, ସିନିୟର ଆଡମିନଷ୍ଟ୍ରଟିଭ୍ ଅଫିସର ସିଦ୍ଧାର୍ଥ ରାୟ, ଆଭ୍ୟନ୍ତରୀଣ କମିଟି ମୁଖ୍ୟ ଇପ୍ସିତା ଶତପଥୀ, ଚିଫ୍ ପ୍ରୋକ୍ଟର ପି. କେ ପଟ୍ଟନାୟକ ଓ ଆସିଷ୍ଟାଣ୍ଟ ଡାଇରେକ୍ଟର ସ୍ମରିକା ପତି ହାଜର ହୋଇଛନ୍ତି ।