ନୂଆଦିଲ୍ଲୀ, ହରିଦ୍ୱାରରେ ମାଆ ଗଙ୍ଗାଙ୍କ ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ଏକ୍ସ ହ୍ୟାଣ୍ଡେଲରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଋଷିଙ୍କ ତପୋଭୂମି ହରିଦ୍ୱାରରେ ଆଜି ମାଆ ଗଙ୍ଗାଙ୍କ ପୂଜାର୍ଚ୍ଚନା କରିବାର ସୌଭାଗ୍ୟ ମିଳିଲା । ମୋକ୍ଷଦାୟିନୀ ମାଆ ଗଙ୍ଗାଙ୍କ କୋଳରେ ପବିତ୍ରତା, ଆସ୍ଥା, ଶ୍ରଦ୍ଧା ଓ ଶାନ୍ତିର ଅଦ୍ଭୁତ ଅନୁଭବ ହୋଇଥାଏ । ହର ହର ଗଙ୍ଗେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO