ଭୁବନେଶ୍ୱର– ଆଜି ଫାଲଗୁନ:ଶୁକ୍ଳ ଷଷ୍ଠୀ ତିଥି । ଏହି ଅବସରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO