ଭୁବନେଶ୍ୱର– ଆଜି ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ସମ୍ବଲପୁରର କୁଳପତି ପ୍ରଫେସର ଏନ. ନାଗାରାଜୁ ଓଡିଶା ରାଜ୍ୟପାଳଙ୍କୁ ଭେଟିଛନ୍ତି। ଶୁକ୍ରବାର ଦିନ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ କୁଳପତି ରାଜ ଭବନ ଆସି ରାଜ୍ୟପାଳ ଶ୍ରୀ ହରିବାବୁ କୁମ୍ଭମପାଟିଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO