ଭୁବନେଶ୍ୱର, ରାଜ୍ୟପାଳଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ଏକ୍ସ ହ୍ୟାଣ୍ଡେଲରେ କେନ୍ଦ୍ରମନ୍ତ୍ରୀ ଫଟୋ ସେୟାର କରିବା ସହ କହିଛନ୍ତି ଯେ, ରାଜଭବନ ଠାରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ.ହରିବାବୁ କମ୍ଭପତିଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ୍ କଲି ।