ଭୁବନେଶ୍ୱର– ଆଗାମୀ ୭ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ଆସନ୍ତା ୧୭ ତାରିଖ ସକାଳ ପର୍ଯ୍ୟନ୍ତ ଓଡ଼ିଶାର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।