
ଭୁବନେଶ୍ୱର – ଆଗାମୀ ୧୩ ତାରିଖ ଓ ୧୪ ତାରିଖ ପାଇଁ ୬ ଜିଲ୍ଲାକୁ ଆଇସୋଲେଟେଡ୍ ହିଟ୍ ୱେଭ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।