ଭୁବନେଶ୍ୱର– ଓମାର ଅବଦୁଲାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପିଏମ ମୋଦି । ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଜମ୍ମୁ କଶ୍ମୀରର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲାଙ୍କୁ ଜନ୍ମଦିନର ଶୁଭେଚ୍ଛା । ତାଙ୍କର ସୁଦୀର୍ଘ ଓ ସୁସ୍ଥ ଜୀବନ କାମନା କରୁଛି ।