ଭୁବନେଶ୍ୱର– ଓମାର ଅବଦୁଲାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପିଏମ ମୋଦି । ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଜମ୍ମୁ କଶ୍ମୀରର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲାଙ୍କୁ ଜନ୍ମଦିନର ଶୁଭେଚ୍ଛା । ତାଙ୍କର ସୁଦୀର୍ଘ ଓ ସୁସ୍ଥ ଜୀବନ କାମନା କରୁଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO