
ଭୁବନେଶ୍ୱର– ଆଗାମୀ ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ ।
ସେହିପରି ଆଗାମୀ ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା(ରାତି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।