
କଟକ/ଭୁବନେଶ୍ୱର– ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହୋଇଛନ୍ତି ଜଷ୍ଟିସ୍ ହରିଶ ଟଣ୍ଡନ। ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଜଷ୍ଟିସ୍ ହରିଶ ଟଣ୍ଡନଙ୍କୁ ନିଯୁକ୍ତି ଦେଇଛନ୍ତି। ଜଷ୍ଟିସ ଟଣ୍ଡନଙ୍କ ନିଯୁକ୍ତି ନେଇ ଆଇନ୍ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଷ୍ଟିସ୍ ଟଣ୍ଡନ ବର୍ତମାନ କୋଲକାତା ହାଇକୋର୍ଟରେ ବିଚାରପତି ଅଛନ୍ତି।