ଭୁବନେଶ୍ୱର– ସହିଦ ଦିବସରେ ସହିଦଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏକ୍ସ ହ୍ୟାଣ୍ଡେଲରେ ନବୀନ କହିଛନ୍ତି ଯେ, ସହିଦ ଦିବସରେ ମହାନ ସ୍ୱାଧୀନତା ସଂଗ୍ରାମୀ ଭଗତ ସିଂହ, ସୁଖଦେବ ଓ ରାଜଗୁରୁଙ୍କୁ ଶ୍ରଦ୍ଧାଂଜଳି, ଯେଉଁମାନଙ୍କ ସର୍ବୋଚ୍ଚ ବଳିଦାନ ହଜାର ହଜାର ଲୋକଙ୍କ ମନରେ ସ୍ୱାଧୀନତାର ବହ୍ନି ଜାଳିଥିଲା । ଆଗାମୀ ପିଢିଙ୍କୁ ସେମାନଙ୍କର ଏହି ବଳିଦାନ ନିରନ୍ତର ପ୍ରେରଣା ପ୍ରଦାନ କରୁଥିବ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO