
-
ସର୍ବନିମ୍ନ ତାପମାତ୍ରା(ରାତି ତାପମାତ୍ରା) ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇବ
ଭୁବନେଶ୍ୱର– ଆଗାମୀ ୪ରୁ ୫ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ଧିରେ ଧିରେ ୪ରୁ ୬ ଡ଼ିଗ୍ରୀ ବୃଦ୍ଧି ପାଇବ ।
ସେହିପରି ଆଗାମୀ ୪ରୁ ୫ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା(ରାତି ତାପମାତ୍ରା) ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।