ଭୁବନେଶ୍ୱର ,ରାଜ୍ୟ ସ୍ତରୀୟ ବିଶ୍ୱ ଉପଭୋକ୍ତା ଅଧିକାର ଦିବସ-୨୦୨୫ ଆଜିପୂର୍ବାହ୍ନ ୧୧ ଘଟିକା ସମୟରେ ସ୍ଥାନୀୟ ଜୟଦେବ ଭବନ ପରିସରରେ ଅନୁଷ୍ଠିତ ହେବ । ଉକ୍ତ କାର୍ଯ୍ୟକ୍ରମରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ।