ଭୁବନେଶ୍ୱର ,ରାଜ୍ୟ ସ୍ତରୀୟ ବିଶ୍ୱ ଉପଭୋକ୍ତା ଅଧିକାର ଦିବସ-୨୦୨୫ ଆଜିପୂର୍ବାହ୍ନ ୧୧ ଘଟିକା ସମୟରେ ସ୍ଥାନୀୟ ଜୟଦେବ ଭବନ ପରିସରରେ ଅନୁଷ୍ଠିତ ହେବ । ଉକ୍ତ କାର୍ଯ୍ୟକ୍ରମରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO