ଭୁବନେଶ୍ୱର- ପଥୋ ଉତ୍ସବ ଭଳି ଆଜି ରାଜଧାନୀର ପୋଖରିପୁଟ ସ୍ଥିତ ମଧୁସୂଦନ ପାର୍କ ଏବଂ ଅଶୋକ ନଗର ସ୍ଥିତ ଇନ୍ଦିରା ଗାନ୍ଧି ପାର୍କରେ ପାର୍କ ଉତ୍ସବ ପାଳନ କରାଯାଇଛି । ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଓ ଭୁବନେଶ୍ୱର ଉନ୍ନୟନ କର୍ତୃପକ୍ଷ (ବିଡ଼ିଏ) ପକ୍ଷରୁ ଏହି ଉତ୍ସବ ଆୟୋଜିତ ହୋଇଥିଲା । ଏଥିରେ ନୃତ୍ୟ, ସଙ୍ଗୀତ, ଚିତ୍ରାଙ୍କନ ପ୍ରତିଯୋଗିତା, ଯୋଗ, ପରିମଳ, ସ୍ୱାସ୍ଥ୍ୟ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ହାତକୁ ନିଆଯାଇଥିଲା ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO