ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶହୀଦ ଲକ୍ଷ୍ମଣ ନାୟକଙ୍କ ବଳିଦାନ ଦିବସ ଅବସରରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ମହାନ ଜନଜାତି ନାୟକ ଶହୀଦ ଲକ୍ଷ୍ମଣ ନାୟକଙ୍କ ବଳିଦାନ ଦିବସ ଅବସରରେ ପୁଣ୍ୟାତ୍ମାଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି। ତାଙ୍କ ତ୍ୟାଗ, ବଳିଦାନ ଓ ଦେଶପ୍ରେମ ପାଇଁ ସେ ଆମ ମନରେ ଅମର ହୋଇ ରହିଥିବେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO