ଭୁବନେଶ୍ୱର– କଟକର ମଙ୍ଗୁଳି ଷ୍ଟେସନ୍ ନିକଟରେ କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ ହୋଇଛି । କାମାକ୍ଷା ଏକ୍ସପ୍ରେସ୍ର 2ଟି ବଗି ଲାଇନ୍ଚ୍ୟୁତ ହୋଇଯାଇଥିବା ସୂଚନା ମିଳିଛି । ବେଙ୍ଗଲୁରରୁ ଗୌହାଟି ଅଭିମୁଖେ ଯାଉଥିଲା କାମାକ୍ଷା ଏକ୍ସପ୍ରେସ୍ । କୌଣସି କ୍ଷୟକ୍ଷତିର ସୂଚନା ନାହିଁ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO