ଭୁବନେଶ୍ୱର– ଉଗାଦିର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଉଗାଦିର ସମସ୍ତଙ୍କୁ ଶୁଭେଚ୍ଛା । ଏହି ନୂଆ ବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସୌହାର୍ଦ୍ଦ୍ୟ ଆଣିଦେଉ ଏହାହିଁ କାମନା କରୁଛି ।