ଭୁବନେଶ୍ୱର– 4ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ । ଖସାପଡ଼ା ଲାଗି ଓ ବନକଲାଗି ନୀତିକାନ୍ତି ଯୋଗୁ ରତ୍ନଭଣ୍ଡାର ମରାମତି କାମ ୪ ଦିନ ଲାଗି ସ୍ଥଗିତ ରହିବ। ଆସନ୍ତାକାଲି ଠାରୁ ୩ ତାରିଖ ଯାଏ ବନ୍ଦ ରହିବ ମରାମତି କାମ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।