ଭୁବନେଶ୍ୱର– ଇଦ୍-ଉଲ୍-ଫିତରର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଇଦ୍-ଉଲ୍-ଫିତର ପର୍ବ ଉପଲକ୍ଷେ ମୁସଲମାନ ଭାଇଭଉଣୀମାନଙ୍କୁ ମୋର ଶୁଭେଚ୍ଛା। ଏହି ଅବସରରେ ସମସ୍ତଙ୍କର ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଛି।