ଭୁବନେଶ୍ୱର– ଇଦ୍-ଉଲ୍-ଫିତରର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଇଦ୍-ଉଲ୍-ଫିତର ପର୍ବ ଉପଲକ୍ଷେ ମୁସଲମାନ ଭାଇଭଉଣୀମାନଙ୍କୁ ମୋର ଶୁଭେଚ୍ଛା। ଏହି ଅବସରରେ ସମସ୍ତଙ୍କର ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଛି।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO