ଭୁବନେଶ୍ୱର- ମହାରାଜା ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ମହାରାଜା ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।