
ଭୁବନେଶ୍ୱର– ଶହୀଦ୍ ରଘୁନାଥ ମହାନ୍ତି ଓ ଦିବାକାର ପରିଡାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାରେ ଗଡ଼ଜାତ ଆନ୍ଦୋଳନର ଅଗ୍ରଣୀ ଯୋଦ୍ଧା ଅମର ଶହୀଦ୍ ରଘୁନାଥ ମହାନ୍ତି ଓ ଦିବାକାର ପରିଡାଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଞ୍ଜଳି ।