
ଭୁବନେଶ୍ୱର– କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ସର୍କଲ ଅଧୀନରେ ୱାର୍କସ ବିଭାଗ ଅଧିନରେ ଚାଲିଥିବା ଉନ୍ନତି ମୂଳକ କାର୍ଯ୍ୟର ସମୀକ୍ଷା ବୈଠକର ଅଧ୍ୟକ୍ଷତା କରିଛନ୍ତି । ବୈଠକରେ ସମ୍ବଲପୁର ଜିଲ୍ଲାର ସମସ୍ତ ବିଭାଗର ଅଧିକାରୀଙ୍କ ସହ ରାଜ୍ୟ ଆଇନ ଓ ପୂର୍ତ୍ତ ବିଭାଗର ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଆରଡି ଓ ପଂଚାୟତରାଜ ମନ୍ତ୍ରୀ ରବି ନାୟକ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଅଛନ୍ତି ।