
ଭୁବନେଶ୍ୱର– ବିଧାୟକ ଡ଼ଃ ରମାକାନ୍ତ ଭୋଇଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତିର୍ତ୍ତୋଲର ଲୋକପ୍ରିୟ ବିଧାୟକ ଡ଼ଃ ରମାକାନ୍ତ ଭୋଇଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।
ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ସୁଖୀ, ନିରୋଗ ଓ ଦୀର୍ଘାୟୁ କରିବା ସହ ଲୋକସେବା ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ।