ନିମଚ– କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ମଧ୍ୟପ୍ରଦେଶ ଗସ୍ତରେ ଅଛନ୍ତି । ସେ ଏଠାରେ ନିମଚ ଜିଲ୍ଲା ମୁଖ୍ୟାଳୟ ସ୍ଥିତ ସିଆରପିଏଫର ଗ୍ରୁପ ସେଂଟରରେ ଆୟୋଜିତ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳର 86ତମ ସ୍ଥାପନା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ସାମିଲ ହେବେ । ସମାରୋହରେ ମୁଖ୍ୟମନ୍ତ୍ରୀ ଡ.ମୋହନ ଯାଦବ ବି ସ୍ୱତନ୍ତ୍ର ଅତିଥି ଭାବେ ଉପସ୍ଥିତ ରହିବେ ।
Related Stories
April 18, 2025