ଭୁବନେଶ୍ୱର, ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ପଦ୍ମଭୂଷଣ ଗୋପୀନାଥ ମହାନ୍ତିଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଓଡ଼ିଶାର ବିଶିଷ୍ଟ ଔପନ୍ୟାସିକ ପଦ୍ମଭୂଷଣ ଗୋପୀନାଥ ମହାନ୍ତିଙ୍କ ଜୟନ୍ତୀ ଅବସରରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।