
ଭୁବନେଶ୍ୱର– ପୂର୍ବତନ ମୁଖ୍ୟମନ୍ତ୍ରୀ ସଦାଶିବ ତ୍ରିପାଠୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସଦାଶିବ ତ୍ରିପାଠୀଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି। ଦେଶର ସେବା ତଥା ରାଜ୍ୟର ପ୍ରଗତିରେ ତାଙ୍କର ବହୁମୂଲ୍ୟ ଯୋଗଦାନ ସର୍ବଦା ସ୍ମରଣୀୟ।