ଭୁବନେଶ୍ୱର– ୨୬ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ସୁଦ୍ଧା ଝଡ଼ କିମ୍ବା ବଜ୍ରପାତ, ପବନ, କୁଆପଥର ବର୍ଷା ଓ ଭୀଷଣ ବର୍ଷା ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।