ଭୁବନେଶ୍ୱର – ଗୁଜୁରାଟର ଜନଜାତି ସଂଗ୍ରହାଳୟରେ ଓଡିଶାର ଇତିହାସ ରହିବ । ଜନଜାତି ନେତାଙ୍କ ସ୍ମାରକୀ , ଜନଜାତି ଆନ୍ଦୋଳନ , ସୁରେନ୍ଦ୍ର ସାଏଙ୍କ ଆନ୍ଦୋଳନ , କୋରାପୁଟର ଆଦିବାସୀ ବିପ୍ଳବ, ଗଂଜାମ ଓ ଘୁମୁଷରର କନ୍ଧମେଳି ସ୍ଥାନିତ ହେବ ।
କେନ୍ଦ୍ର ଆଦିବାସୀ ବ୍ୟାପର ମନ୍ତ୍ରୀ ଅର୍ଜୁନ୍ ମୁଣ୍ଡା ଏହି ସୂଚନା ଦେଇଛନ୍ତି । ଓଡିଶାର କଂଗ୍ରେସ ସାଂସଦ ସପ୍ତଗିରି ଉଲାକାଙ୍କ ପ୍ରଶ୍ନର ଉତରରେ କେନ୍ଦ୍ରମନ୍ତ୍ରୀ ଲୋକସଭାରେ ଏହା କହିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO