
ଭୁବନେଶ୍ୱର– ଆଗାମୀ ଏପ୍ରିଲ୍ ୨୮ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଏହି ସୋମବାର ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ।