
ଭୁବନେଶ୍ୱର– ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା) ୩ରୁ ୫ ଡ଼ିଗ୍ରୀ ହ୍ରାସ ପାଇପାରେ । ପରବର୍ତୀ ସମୟରେ ମଧ୍ୟ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।