ଭୁବନେଶ୍ୱର– ଭକ୍ତ ସୁର ଦାସଙ୍କ ଜୟନ୍ତୀ ଅବସରରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଭଗବାନ ଶ୍ରୀକୃଷ୍ଣଙ୍କର ଅନନ୍ୟ ଭକ୍ତ ସୁର ଦାସଙ୍କ ଜନ୍ମ ଜୟନ୍ତୀରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।